ଜାନୁଆରୀ ମାସ ପାଇଁ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି।ନୂଆ ଗାଇଡଲାଇନରେ ରାଜ୍ୟ ସରକାର ସଂଶୋଧନ ଆଣି ଜାନୁଆରୀ ମାସ ପାଇଁ ଅଧିକ କଟକଣା କରାଯାଇଛି। ପୂର୍ବଭଳି ସକାଳ ୫ରୁ ରାତି ୧୦ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଦୋକାନ ଖୋଲା…
କୋଭିଡ୍ ଟିକା ନେବାକୁ ମନା କଲେ ହିତାଧିକାରୀଙ୍କୁ ମିଳିବନି ସରକାରୀ ଯୋଜନାରେ ମାଗଣା ଏବଂ ରିହାତିରେ ମିଳୁଥିବା ସାମଗ୍ରୀ।ଏଭଳି କଡ଼ା ନିଷ୍ପତ୍ତି ନେଇଛନ୍ତି ରାଜସ୍ତାନ ସରକାର।ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକଙ୍କୁ ସତର୍କ କରିବାକୁ ଏପରି ନିଷ୍ପତ୍ତି…
ନବୀନ ପଟ୍ଟନାୟକ ରାଜ୍ୟର ଖବରକାଗଜ ହକରମାନଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି। ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକରମାନଙ୍କ…
କରୋନା ଭୁତାଣୁର ଭୟଙ୍କର ଭୟାବହତା ପରେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଆଶଙ୍କା ଦେଖାଯାଉଛି।ବାହାର ଦେଶରେ ସଂକ୍ରମଣ ବଢୁଥିବା ବେଳେ ଆମ ଦେଶରେ ମଧ୍ୟ ସଂକ୍ରମଣ ବଢିବାର ସମ୍ଭାବନା ରହିଛି।ଡ଼ିସେମ୍ବର ଶେଷ କିମ୍ବା ଜାନୁଆରୀ ପ୍ରଥମ ସପ୍ତାହରେ ସଂକ୍ରମଣ ବଢିବାର…