ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଓଡ଼ିଶା ରାଜନୀତିର ଜଣେ ସକ୍ରୀୟ ରାଜନେତା ଜୟନ୍ତୀ ପଟ୍ଟନାୟକଙ୍କର ଦେହାନ୍ତ ହୋଇଛି। ସେ ଜଣେ ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ। ଉଭୟ ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ତାଙ୍କର ଏକ ସ୍ୱତନ୍ତ୍ର ସ୍ୱାକ୍ଷର ରହିଛି। ସେ ଏକାଧାରରେ ଜଣେ ଅଗ୍ନିବର୍ଷୀ ନେତ୍ରୀ, ସୁସାହିତ୍ୟିକା,ଅନୁବାଦିକା,ସମାଜସେବା ଓ ବକ୍ତା…