ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ସୂର୍ଯ୍ୟ ନାରାୟଣ ପାତ୍ର।ଲଗାତର ୭ଥର ଜିତୁଥିବା ବରିଷ୍ଠ ବିଜେଡି ବିଧାୟକ ସୂର୍ଯ୍ୟ ପାତ୍ର ସର୍ବସମ୍ମତରେ ଷୋଡ଼ଶ ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ବିଜେଡି ଆଗରେ ଥିବାରୁ ବିରୋଧି ଦଳ ପକ୍ଷରୁ…