ଭାରତୀୟ ଟିମର ଅଧିନାୟକ ପଦକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି।ଟିମ୍‌ର ଷ୍ଟାର କ୍ରିକେଟର ବିରାଟ କୋହଲି ଟେଷ୍ଟ ଫର୍ମାଟର ଅଧିନାୟକ ପଦରୁ ଇସ୍ତଫା ଦେଲା ପରେ ଅନେକ ବିବାଦ ଦେଖାଯାଇଛ।ଏହା ପରେ ଟିମ୍‌ ଇଣ୍ଡିଆର ଅଧିନାୟକ ଦାୟିତ୍ବ କାହା ହାତରେ ରହିବ, ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏବେ ଭାରତର…