ବ୍ରଜରାଜନଗର ଉପନିର୍ବାଚନରେ ପ୍ରାର୍ଥୀ ଅଳକା ମହାନ୍ତି ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ପ୍ରାୟ ୬୬ ହଜାର୨୨୫ ଭୋଟରେ ସେ  ପରାଜିତ କରିଛନ୍ତି। ଅଳକା ମହାନ୍ତି ୯୩,୭୯୦ଟି ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ୨୭,୫୬୫ ଓ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା…