ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଲେଡି ବ୍ଲାକମେଲର ଏବେ ଇଡି ଜାଲରେ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ନେଇ ତଦନ୍ତ ଆରମ୍ଭ କରିଛି। ଅର୍ଚ୍ଚନା ନାଗଙ୍କ ପୈତୃକ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ବାସଭବନରେ ଇଡି ଚଢାଉ କରିଛି। ଏହା ସହିତ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଜଳେଶ୍ବର ଅଞ୍ଚଳରେ…