ରାଜ୍ୟରେ ଚିକିତ୍ସାଗତ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା’ ଯୋଜନା କାର୍ଯ୍ୟକାରୀ ହୋଇଛି।୪ ଜିଲ୍ଲା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରାଯିବ।ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରାଯିବ।ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି।…