ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ଦେଶରେ ତୁମ୍ବିତୋଫାନ ଆରମ୍ଭ ହୋଇଯାଇଛି। ଏନଡିଏ ତରଫରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥି ହୋଇଥିଲା ବେଳେ ମିଳିତ ବିରୋଧି ଯଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥି କରିଛି। ଏହାରି ମଧ୍ୟରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ ନେତା ବିବାଦୀୟ ବୟାନ ଦେଇଛନ୍ତି। କଂଗ୍ରେସ ନେତା…