
ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଜୁଳି କାଟ: ଅନ୍ଧାରରେ ରଖିଲେ ଅଭିଭାଷଣ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତର ଅନ୍ତିମ ଦିନରେ ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ରଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଛନ୍ତି। ମହାମହିମଙ୍କ ଜନ୍ମ ମାଟିରେ ହିଁ ବ୍ୟାପକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଅନ୍ଧାରରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ହୋଇଛି ବିଜୁଳିକାଟ। ୯…
Connect With Us