

ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ:ନେହରୁଙ୍କ ସହ ଅନ୍ୟ ପ୍ରଧାନମନ୍ତ୍ରୀଙ୍କ ଅବଦାନ ଜାଣିବେ ଯୁବପିଢୀ
ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ଲୋକାର୍ପିତ ହୋଇଛି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ। ଦେଶ ବିକାଶରେ ୧୫ ଜଣ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ଉପରେ ତଥ୍ୟ ଏବଂ ସେମାନଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀ ପ୍ରଦର୍ଶିତ ହୋଇଛି। ସମସ୍ତ ପ୍ରଧାନମନ୍ତ୍ରୀଙ୍କ ଫଟୋଚିତ୍ର ଥିବା ନୂଆଦିଲ୍ଲୀ ସ୍ଥିତ ଏହି ସଂଗ୍ରହାଳୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
Connect With Us