ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଧିରେଧିରେ ବିବାଦ ବୃଦ୍ଧି ପାଉଛି। ନିର୍ମାଣ କାର୍ଯ୍ୟକୁ ବିଜେପିର ଦୁଇ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ବେଆଇନ କହି ଜୋରଦାର ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ସ୍ପଷ୍ଟ କରିଛନ୍ତି ଯେ ସେ ଏହାକୁ କେବେ ବି…