ବିଧାନସଭାରେ ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି।ପର୍ଯ୍ୟଟନ କ୍ଷେତ୍ରରେ ସାମଗ୍ରିକ ବିକାଶ ପାଇଁ ୬୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ…