ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶପଥ ନେଇଛନ୍ତି ରାଜ୍ୟର ତିନି ନୂଆ ମନ୍ତ୍ରୀ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନବ ନିଯୁକ୍ତ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ…