ଡାକ୍ତରୀ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବାରେ ସୋମବାର ଯୋଡ଼ି ହୋଇଯାଇଛି ଶଙ୍ଖକ୍ଷେତ୍ର ପୁରୀ। ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲକୁ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ଼.ମନସୁଖ ମାଣ୍ଡଭିୟା । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…