ଉତ୍ତରପ୍ରଦେଶର ଚର୍ଚ୍ଚିତ ନେତା ତଥା ବରିଷ୍ଠ ରାଜନୈତିଜ୍ଞ ମୁଲାୟମ ସିଂ ଯାଦବଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ହେବ ଏକ ଘରୋଇ ହସ୍ପିଟାଳରେ ଚିକିତ୍ସିତ ହେଉଥିଲ। ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ମୁଲାୟମଙ୍କ…